Home Top News ଶ୍ରୀରାମ ମହାଯଜ୍ଞରେ ଗୀତ ଗାଇଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

ଶ୍ରୀରାମ ମହାଯଜ୍ଞରେ ଗୀତ ଗାଇଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

114

ଭଦ୍ରକ: ଭଦ୍ରକ ଜିଲ୍ଲା ଧାମନଗରରେ ରାମ ନବମୀ ଉପଲକ୍ଷେ ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ଆୟୋଜିତ ଶ୍ରୀରାମ ବିଜୟା ଦଶମୀ ଉପଲକ୍ଷେ ଆଜି ଅଷ୍ଟମୀ ତିଥିରେ ସନ୍ଥ ପୂଜନ କାର୍ଯ୍ୟକ୍ରମ ଅବସରରେ ଯୋଗ ଦେଇ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ ଗୀତ ଗାଇଥିଲେ।

ଧାମନଗର ଶ୍ରୀରାମ ମହାଯଜ୍ଞ ସମିତି ପକ୍ଷରୁ ପାଳିତ ହେଉଥିବା ଶ୍ରୀରାମ ବିଜୟା ଦଶମୀ ଉପଲକ୍ଷେ ପ୍ରାତଃ ସମୟରୁ କଳସ ଯାତ୍ରା, ଗୋପୂଜନ ଆଦି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
-@Dr

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.