Home Coronavirus Outbreak ଦେଶରେ ୪୮, ୬୬୧ ନୂଆ କରୋନା ଆକ୍ରାନ୍ତ, ୭୦୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୦୬୩କୁ...

ଦେଶରେ ୪୮, ୬୬୧ ନୂଆ କରୋନା ଆକ୍ରାନ୍ତ, ୭୦୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୨, ୦୬୩କୁ ବୃଦ୍ଧି

96

ନୂଆ ଦିଲ୍ଲୀ ୨୬-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୪୮, ୬୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୦୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୮୫, ୫୨୨ କୁ ବୃଦ୍ଧି ପାଇଛି ଏବଂ ୪, ୬୭, ୮୮୨ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୮, ୮୫, ୫୭୭ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୨, ୦୬୩ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.