Odiapua.com

ଦେଶରେ ୫୨, ୦୫୦ ନୂଆ କରୋନା ଆକ୍ରାନ୍ତ, ୮୦୩ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୮୯୩୮ କୁ ବୃଦ୍ଧି

ନୂଆ ଦିଲ୍ଲୀ ୪-୮ (ଓଡ଼ିଆ ପୁଅ) ଆଜିବି ଦେଶରେ ୫୨, ୦୫୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୮୦୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮, ୫୫, ୭୪୬ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ୫୮୬୨୯୮ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧୨୩୦୫୧୦ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୮୯୩୮ କୁ ବୃଦ୍ଧି ପାଇଛି।