Odiapua.com

ଦେଶରେ ରେକର୍ଡ଼ – ୫୨, ୧୨୩ ନୂଆ କରୋନା ଆକ୍ରାନ୍ତ, ୭୭୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୪, ୯୬୮କୁ ବୃଦ୍ଧି

ନୂଆ ଦିଲ୍ଲୀ ୩୦-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୫୨, ୧୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୭୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫, ୮୩, ୭୯୨ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ୫, ୨୮, ୨୪୨ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧୦, ୨୦, ୫୮୨ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୪, ୯୬୮ କୁ ବୃଦ୍ଧି ପାଇଛି।