Odiapua.com

ଦେଶରେ ୬୦, ୯୬୩ ନୂଆ କରୋନା ଆକ୍ରାନ୍ତ, ୮୩୪ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୪୬୦୯୧ କୁ ବୃଦ୍ଧି

ନୂଆ ଦିଲ୍ଲୀ ୧୨-୮ (ଓଡ଼ିଆ ପୁଅ) ଆଜିବି ଦେଶରେ ୬୦, ୯୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୮୩୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩, ୨୯, ୬୩୯ କୁ ବୃଦ୍ଧି ପାଇଛି ଏବଂ ୬୪୩୯୪୮ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧୬୩୯୬୦୦ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୪୬୦୯୧ କୁ ବୃଦ୍ଧି ପାଇଛି।