Home Coronavirus Outbreak ଦେଶରେ ୬୨, ୦୬୪ ନୂଆ କରୋନା ଆକ୍ରାନ୍ତ, ୧, ୦୦୭ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୪୪,...

ଦେଶରେ ୬୨, ୦୬୪ ନୂଆ କରୋନା ଆକ୍ରାନ୍ତ, ୧, ୦୦୭ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୪୪, ୩୮୬ କୁ ବୃଦ୍ଧି

104

ନୂଆ ଦିଲ୍ଲୀ ୧୦-୮ (ଓଡ଼ିଆ ପୁଅ) ଆଜିବି ଦେଶରେ ୬୨, ୦୬୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୧, ୦୦୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨, ୧୫, ୦୭୫ କୁ ବୃଦ୍ଧି ପାଇଛି ଏବଂ ୬, ୩୪, ୯୪୫ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧୫, ୩୫, ୭୪୪ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୪୪, ୩୮୬ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.