Odiapua.com

ଦେଶରେ ୩୭, ୭୨୪ ନୂଆ କରୋନା ଆକ୍ରାନ୍ତ, ୬୪୮ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୮, ୭୩୨

ନୂଆ ଦିଲ୍ଲୀ ୨୨-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୩୭, ୭୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୬୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧, ୯୨, ୯୧୫ କୁ ବୃଦ୍ଧି ପାଇଛି ଏବଂ ୪୧୧୧୩୩ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୭, ୫୩, ୦୫୦ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୮, ୭୩୨ କୁ ବୃଦ୍ଧି ପାଇଛି।