ଆଜି ସୁନାବେଶ: ସୁବର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବେ ଶ୍ରୀ ବିଗ୍ରହ

ସୁନାବେଶ ବା ରାଜବେଶ ବା ବଡ଼ତଢାଉ ବେଶ ମହାପ୍ରଭୁଙ୍କର ଏକ ବିଶେଷ ବେଶ, ଯହିଁରେ ଶ୍ରୀ ବିଗ୍ରହଙ୍କୁ ସୁବର୍ଣ୍ଣ ଆଭୂଷଣରେ ସଜା ଯାଇଥାଏ।ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ।ଏହା ସାଧାରଣତଃ ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା) ଦିନ ଅନୁଷ୍ଠିତ ହୋଇଥାଏ।ଏଥି ମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ … Continue reading ଆଜି ସୁନାବେଶ: ସୁବର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବେ ଶ୍ରୀ ବିଗ୍ରହ