ନୂଆଦିଲ୍ଲୀ,୦୬/୦୮, (ଓଡ଼ିଆ ପୁଅ) : ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କର ୬୭ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ଗୁରୁତର ଅବସ୍ଥାରେ ଦିଲ୍ଲୀ ଏମସରେ ଭର୍ତ୍ତି ହୋଇଥିଲେ ସୁଷମା। ମୋଦି ସରକାରରେ ବୈଦେଶିକ ମନ୍ତ୍ରୀ ରହିଥିବା ସୁଷମା ସ୍ବରାଜଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ତେବେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ ସୁଷମା। କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ଏମ୍ସ ପହଁଚିଛନ୍ତି।
ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କର ୬୭ ବର୍ଷ ବୟସରେ ପରଲୋକ
