Tag: clubfoot operation
କୋରାପୁଟଠାରେ ଜନ୍ମଗତ ପାଦ ବିକୃତ ଅସ୍ତ୍ରୋପଚାର
କୋରାପୁଟ ; ତା୧୯-୦୯-୧୮(ଓଡିଆପୁଅ /ରଂଜନ କୁମାର ଦାସ) କୋରାପୁଟର ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରେ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଜନ୍ମଗତ ପାଦ ବିକୃତ ଅସ୍ତ୍ରୋପଚାର କରାଯାଇଥିବା ଜଣାପଡିଛି।କୋରାପୁଟ ଜିଲ୍ଲାପରିଷଦ...