Tag: KALIA SCHEME AT MANBAR GP
କୋରାପୁଟ ଜିଲ୍ଲାରେ ଆରମ୍ଭ ହେଲା କାଳିଆ ଯୋଜନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ
କୋରାପୁଟ ; ତା୦୨-୦୧-୧୯(ଓଡିଆପୁଅ /ରଂଜନ କୁମାର ଦାସ)କୋରାପୁଟ ଜିଲ୍ଲାରେ କାଳିଆ ଯୋଜନାର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଆରମ୍ଭ ହୋଇଯାଇଛି ।୨ ତାରିଖଠାରୁ ୧୦ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ପଂଚାୟତ କାର୍ଯ୍ୟାଳୟରେ ଚାଷୀମାନଙ୍କୁ ଯୋଜନାରେ...