Tag: Keshariya Hindu Parishad Mahila Morcha is celebrating World Women’s Day
କେଶରୀୟା ହିନ୍ଦୁ ପରିଷଦ ମହିଳା ମୋର୍ଚ୍ଚା ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳିତ
ଭୁବନେଶ୍ୱର: କେଶରୀୟା ହିନ୍ଦୁ ପରିଷଦ, ଭାରତ ମହିଳା ମୋର୍ଚ୍ଚା ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କେଶରୀୟା ହିନ୍ଦୁ ପରିଷଦ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ରଶ୍ମିମୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ...