Tag: Maha Bishuv Sankranti; Odia New Year
ମହା ବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବ ବର୍ଷର ଅଭିନନ୍ଦନ
ଆଜି ମହା ବିଷୁବ ସଂକ୍ରାନ୍ତି।ଓଡ଼ିଆ ନବ ବର୍ଷ।ଏହାକୁ ପଣା ସଂକ୍ରାନ୍ତି ମଧ୍ୟ କୁହାଯାଏ।ବୈଶାଖ ସଂକ୍ରାନ୍ତି (ସୂର୍ଯ୍ୟଙ୍କର ମେଷ ରାଶିକୁ ସଂକ୍ରମଣ ଦିନ) ବା ପଣା ସଂକ୍ରାନ୍ତି ଠାରୁ ସୌରମାନ ବର୍ଷର ପ୍ରଥମ ଗଣନା...