Tag: Names of Nava Durga
ଶାରଦୀୟ ଅଭିନନ୍ଦନ: ମା’ ଦୁର୍ଗାଙ୍କର ନଅ ରୂପ ..
।।ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।।
ଶୈଳପୁତ୍ରୀ -
ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ। ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ୱାରା ପ୍ରସନ୍ନ ହୋଇ ଦେବୀ...





