Tag: Radhastami – 2019
ରାଧାଷ୍ଟମୀ: ରାଧା ହିଁ କୃଷ୍ଣ, କୃଷ୍ଣ ହିଁ ରାଧା! କିପରି ଜନ୍ମ ହୋଇଥିଲେ ଶ୍ରୀରାଧା?
।।ବନ୍ଦେ ରାଧାପଦାମ୍ଭୋଜଂ ବ୍ରହ୍ମାଦିସୁରବନ୍ଦିତମ୍,
ୟତ୍କୀର୍ତିକୀର୍ତନେନୈବ ପୁନାତି ଭୁବନତ୍ରୟମ୍।
ନମୋ ଗୋକୁଲବାସିନ୍ୟୈ ରାଧିକାୟୈ ନମୋ ନମଃ,
ଶତଶୃଙ୍ଗନିବାସିନ୍ୟୈ ଚନ୍ଦ୍ରାବତ୍ୟୈ ନମୋ ନମଃ॥
ପୁରୁଷୋତ୍ତମ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି ବୋଲି କୁହାଯାଏ।ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି "ଜନ୍ମାଷ୍ଟମୀ" ଭାବରେ ପାଳନ...