Tag: Republic day preparatory meeting balasore
ବାଲେଶ୍ୱରରେ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି
ବାଲେଶ୍ୱର, ୧୬ା୧ (ଓଡ଼ିଆ ପୁଅ/ଅଭୟ ଦାସ): ଆସନ୍ତା ୨୬ ତାରିଖର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ସଦଭାବନା ସଭାଗୃହରେ ହୋଇଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ...