Home Top News ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ବିଜେପି ପାର୍ଥି

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ବିଜେପି ପାର୍ଥି

79

ନୂଆଦିଲ୍ଲୀ/ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଟଙ୍କଧର ତ୍ରିପାଠୀଙ୍କୁ ପାର୍ଥି ଭାବେ ଘୋଷଣା କରିଛି ବିଜେପି। ପୂର୍ବରୁ ବିଜେଡି ତାର ପାର୍ଥି ଘୋଷଣା କରିସାରିଛି। ନବ ଦାସଙ୍କ ଝିଅ ଦୀପାଳି ଦାସ ଏଠାରୁ ବିଜେଡି ପାର୍ଥି ହେବେ। ସୂଚନାଯୋଗ୍ୟ ଯେ, ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରି ସାରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମଇ ୧୦ରେ ଝାରସୁଗୁଡା ଉପନିର୍ବାଚନ ପାଇଁ ଭୋଟିଂ ହେବ। ଏଥିପାଇଁ ଏପ୍ରିଲ୍ ୧୩ ଅର୍ଥାତ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି। ୨୦ରୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା। ୨୧ରୁ ୨୩ ମଧ୍ୟରେ ପ୍ରାର୍ଥୀ ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହେବ। ଏପ୍ରିଲ୍‌ ୨୪ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମଇ ୧୩ରେ ଭୋଗ ଗଣତି ହେବ।
-/Dev@Dr

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.