Home Coronavirus Outbreak କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

52

ଭୁବନେଶ୍ୱର ୦୯/୦୬ (ଓଡ଼ିଆ ପୁଅ) ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ , ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଜୂର କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବ ରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମକୁ ୭୭ କୋଟି ଟଙ୍କା ଦିଆଯାଇଛି।

ଭୁବନେଶ୍ୱର ରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀ ଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ।ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱର କୁ ଆସି ଥାନ୍ତି। ତେଣୁ ଭୁବନେଶ୍ୱର ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ଏହି ଅର୍ଥ ମଜୂର କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.