ଏଥର ଲଢ଼େଇ ହେବ, ଜୋରଦାର୍ ହେବ ଏବଂ ପରିଣତି ନିର୍ଣ୍ଣାୟକ ତଥା ଶୁଭଙ୍କର ହେବ ..

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ମନମୋହନ ସାମଲ ଓଡ଼ିଶା ବିଜେପିର ନୂତନ ରାଜ୍ୟ ସଭାପତି ହେବା ପରେ ତାଙ୍କ ଗୃହ ଜିଲ୍ଲା କେବଳ ଯେ ଭଦ୍ରକରେ ନୁହେଁ, ମନମୋହନ ସାମଲ ସଭାପତି ଘୋଷଣା ହେବା ପରେ ସାରା ଓଡ଼ିଶାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକ ଖୁସିର ମାହୋଲ ସୃଷ୍ଟି ହୋଇଛି। ରବିବାର ଅପରାହ୍ନରରେ ନବ ନିର୍ବାଚିତ ବିଜେପି ରାଜ୍ୟ ସଭାପତି ମନମୋହନ ସମାଲଙ୍କୁ ରାଜ୍ୟ କାର୍ଯ୍ୟାଳରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ସାରା ରାଜ୍ୟରେ ବିଜେପି … Continue reading ଏଥର ଲଢ଼େଇ ହେବ, ଜୋରଦାର୍ ହେବ ଏବଂ ପରିଣତି ନିର୍ଣ୍ଣାୟକ ତଥା ଶୁଭଙ୍କର ହେବ ..