Home ଓଡ଼ିଶା AIIMS ରୁ ଡିସଚାର୍ଜ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶାଜାତୀୟରାଜନୀତି AIIMS ରୁ ଡିସଚାର୍ଜ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା By Bureau - September 17, 2020 126 0 0 0 0ନୂଆ ଦିଲ୍ଲୀ ୧୭-୯ (ଓଡ଼ିଆ ପୁଅ) କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପରବର୍ତ୍ତୀ ଚେକଅପ ପାଇଁ ଗତ ୧୩ ତାରିଖରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶହା ପୁନଃ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ। ଆଜି ସେ ଏମ୍ସରୁ ଚିକିତ୍ସା ପରେ ଡିସଚାର୍ଜ ହୋଇଥିବା ଖବରରୁ ପ୍ରକାଶ। Tweet 0 0 0 0