ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମୋଦୀ ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା “ସେବା, ସୁଶାସନ ଓ ଗରୀବ କଲ୍ୟାଣ ପର୍ବ”ର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଉଦ୍ଦେଶ୍ୟରେ ଅନୁପ୍ରିୟା ଓଡ଼ିଶା ଆସିଛନ୍ତି। ଦଳୀୟ କାର୍ଯ୍ୟକ୍ରମ ମଧ୍ୟରେ ଅନୁପ୍ରିୟା ପୁରୀ ଯାଇ ଠାକୂର ଦର୍ଶନ କରିବା ସହ ପୁରୀ ବେଳାଭୂମି ବୁଲିଛନ୍ତି।
/-Dr