ad
Coronavirus Outbreak

ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ

ନୂଆ ଦିଲ୍ଲୀ ୭-୧୦ (ଓଡ଼ିଆ ପୁଅ) ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଏ ନେଇ ସେ ଚ୍ୱିଟ କରି ଜଣାଇଛିନ୍ତି। ସେ ସୁସ୍ଥ ଅଛନ୍ତି ଏବଂ ଲକ୍ଷଣ ବିହୀନ ଥିବା ଜଣାପଡ଼ିଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top