Home Coronavirus Outbreak ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ

ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ

58

ନୂଆ ଦିଲ୍ଲୀ ୭-୧୦ (ଓଡ଼ିଆ ପୁଅ) ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ଏ ନେଇ ସେ ଚ୍ୱିଟ କରି ଜଣାଇଛିନ୍ତି। ସେ ସୁସ୍ଥ ଅଛନ୍ତି ଏବଂ ଲକ୍ଷଣ ବିହୀନ ଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.