ନୂଆ ଦିଲ୍ଲୀ ୭-୧୦ (ଓଡ଼ିଆ ପୁଅ) ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ଏ ନେଇ ସେ ଚ୍ୱିଟ କରି ଜଣାଇଛିନ୍ତି। ସେ ସୁସ୍ଥ ଅଛନ୍ତି ଏବଂ ଲକ୍ଷଣ ବିହୀନ ଥିବା ଜଣାପଡ଼ିଛି।
ಆತ್ಮೀಯರೆ
ಕೋವಿಡ್ ಪರೀಕ್ಷೆಯಲ್ಲಿ ನನಗೆ ಸೋಂಕು ದೃಢಪಟ್ಟಿದೆ. ಯಾವುದೇ ರೋಗ ಲಕ್ಷಣಗಳು ಇರುವದಿಲ್ಲ. ವೈದ್ಯರ ಸಲಹೆಯಂತೆ ಹೋಮ್ ಕ್ವಾರಂಟೈನ್ ಆಗಿದ್ದೇನೆ.I have tested positive for #COVID19 . As I am asymptomatic, as per doctor's advise I am in home quarantine.
— Pralhad Joshi (Modi Ka Parivar) (@JoshiPralhad) October 7, 2020